27.1 C
Bhubaneswar
Sunday, July 7, 2024
Homeଦେଶ ବିଦେଶଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଲାଲଡୁହୋମା

ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଲାଲଡୁହୋମା

ଆଇଜଲ୍‌ : ମିଜୋରାମ ବିଧାନସଭା ନିର୍ବାଚନରେ ବହୁମତ ସହ ଜିତିବା ପରେ ଜୋରାମ ପିପୁଲ୍ସ ମୁଭମେଣ୍ଟ(ଜେଡ୍‌ପିଏମ୍‌) ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ଲାଲଡୁହୋମା ବୁଧବାର ରାଜ୍ୟପାଳ ହରି ବାବୁ କମ୍ଭମପତିଙ୍କୁ ସାକ୍ଷାତ କରିଛନ୍ତି। ରାଜ୍ୟରେ ସରକାର ଗଠନ ପ୍ରସଙ୍ଗ ନେଇ ସେ ରାଜ୍ୟପାଳଙ୍କ ସହ ଆଲୋଚନା କରିଛନ୍ତି। ରାଜଭବନ ସୂତ୍ରରୁ ପ୍ରକାଶ ଯେ, ଲାଲଡୁହୋମା ଶୁକ୍ରବାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବେ। ସୂଚନାଯୋଗ୍ୟ, ମିଜୋରାମ ବିଧାନସଭାର ୪୦ରୁ ୨୭ ଆସନ ଜିତି ଜେଡ୍‌ପିଏମ୍‌ ରାଜ୍ୟରେ ଦମ୍‌ଦାର ବିଜୟ ହାସଲ କରିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking