26.1 C
Bhubaneswar
Friday, March 20, 2026
Homeଓଡିଶା୫ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା

୫ ଘଣ୍ଟା ପର୍ଯ୍ୟନ୍ତ ଜାରି ରହିବ ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା

ଭୁବନେଶ୍ବର: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଓ ଉତ୍ତର ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ସାମୁଦ୍ରିକ ବାତ୍ୟା ‘ଦାନା’ ଶକ୍ତିଶାଳୀ ହୋଇ ସ୍ଥଳଭାଗ ମୁହାଁ ହୋଇଛି। ‘ଦାନା’ର ପ୍ରଭାବରେ ସାମୁଦ୍ରିକ ବାତ୍ୟା ‘ଦାନା’ପ୍ରଭାବରେ ତୁହାକୁ ତୁହା ବର୍ଷା ସହିତ ପବନ ବେଗ ମଧ୍ୟ ଧୀରେଧୀରେ ବଢ଼ିବାରେ ଲାଗିଛି। ବାତ୍ୟା ‘ଦାନା’ ଭିତରକନିକା ଏବଂ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ୍‌ କରିବ। ଅକ୍ଟୋବର ୨୪ ଗୁରୁବାର ମଧ୍ୟ ରାତିରୁ ବାତ୍ୟା‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଆରମ୍ଭ ହୋଇ ୨୫ ଅକ୍ଟୋବର ଶୁକ୍ରବାର ସକାଳ ପର୍ଯ୍ୟନ୍ତ ଜାରି ରହିବ। ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତି ଜାରି ହେବ। ଏହି ସମୟ ମଧ୍ୟରେ ସର୍ବାଧିକ ପବନର ବେଗ ପ୍ରାୟ ୧୨୦ କିଲୋମିଟର ହେବାର ସମ୍ଭାବନା ଅଛି। ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଭାଗର ନିର୍ଦ୍ଦେଶିକା ମନୋରମା ମହାନ୍ତି ଏହା ସୂଚନା ଦେଇଛନ୍ତି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking