ଭାଷା ଓ ସଂସ୍କୃତି ଅଙ୍ଗାଙ୍ଗୀ ଭାବେ ଜଡିତ – ରାଷ୍ଟ୍ରପତି

ଭୁନେଶ୍ୱର : ଜୟଦେବ ବନରେ ରାଷ୍ଟ୍ରପତି ଦ୍ରୈାପଦୀ ମୁର୍ମୁଙ୍କ ଅଭିଭାଷଣ ।ଓଡିଆରେ ଇଂଜିନିୟରିଂ ପୁସ୍ତକ ଉନ୍ମୋଚନ ଅବସରରେ ବକ୍ତବ୍ୟ । ମାତୃଭାଷାରେ ଶିକ୍ଷା ଦେବାକୁ ଜାତୀୟ ଶିକ୍ଷା ନୀତିରେ ଗୁରୁତ୍ୱ ଦିଆଯାଇଛି । ମାତୃ ଭାଷାରେ ଶିକ୍ଷା ପାଇଲେ ଛାତ୍ରଛାତ୍ରୀଙ୍କ ଦକ୍ଷତା ବୃଦ୍ଧି ପାଇବ । ତୃଣମୂଳ ସ୍ତରରେ ମେଧା ବିକାଶ ପାଇଁ ସରକାର ଗୁରୁତ୍ତ୍ୱ ଦେଉଥିବା ସ୍ପଷ୍ଟ । ମାତୃଭାଷାରେ ପଢୁଥିବା ଶିଶୁର ବୈାଦ୍ଧିକ ବିକାଶ ଅନ୍ୟଠୁ ଅଧିକ । ଭାଷା ଓ ସଂସ୍କୃତି ଅଙ୍ଗାଙ୍ଗୀ … Continue reading ଭାଷା ଓ ସଂସ୍କୃତି ଅଙ୍ଗାଙ୍ଗୀ ଭାବେ ଜଡିତ – ରାଷ୍ଟ୍ରପତି