ଭୁବନେଶ୍ୱର : ‘ମୋ ବୁଥ୍ ଆପ୍’ ଉନ୍ମୋଚନ କଲେ ସିଇଓ ନିକୁଞ୍ଜ ବିହାରୀ ଧଳ । ସହରଞ୍ଚାଳ ଭୋଟରଙ୍କୁ ସଚେତନ ପାଇଁ ‘ମୋ ବୁଥ୍ ଆପ୍’ ଉନ୍ମୋଚନ ହୋଇଛି । ଆପ୍ ଓ ୱେବସାଇଟ ମାଧ୍ୟମରେ ବୁଥ୍ ସମ୍ପର୍କରେ ସବୁ ତଥ୍ୟ ଜାଣିହେବ । ପ୍ରଥମ ପର୍ଯ୍ୟାୟରେ ୪ଟି ଲୋକସଭା ମଣ୍ଡଳୀରେ ୭୫.୬୮% ମତଦାନ ବୋଇଛି । ତେବେ ସବୁଠୁ ଅଧିକ ନବରଙ୍ଗପୁର ଓ ସବୁଠୁ କମ୍ ବ୍ରହ୍ମପୁରରେ ମତଦାନ ହୋଇଛି । ସ୍ୱାଭିମାନ ଅଞ୍ଚଳର ୨୩ ବୁଥ୍ରେ ଚଳିତ ବର୍ଷ ୮% ଅଧିକ ବୋଟିଂ ହୋଇଛି ।