33.1 C
Bhubaneswar
Thursday, September 19, 2024
Homeଓଡିଶା‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ

‘ସୁଭଦ୍ରା’ ଯୋଜନାର ଶୁଭାରମ୍ଭ

ଭୁବନେଶ୍ୱର : ସୁଭଦ୍ରା ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ବଟନ ଟିପି ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ । ଜନତା ମଇଦାନରେ ସ୍ୱତନ୍ତ୍ର ଉତ୍ସବରେ ଶୁଭାରମ୍ଭ କଲେ । ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ପ୍ରଥମ କିସ୍ତି । ୨୫ ଲକ୍ଷ ୧୧ ଜଣ ମହିଳାଙ୍କ ଥାତାକୁ ଗଲା ଟଙ୍କା । ୧୨୫୦ କୋଟି ୫୫ ହଜାର ଟଙ୍କା ପଠାଗଲା । ପ୍ରଥାମ କିସ୍ତିରେ ଗଲା ୫ ହଜାର ଟଙ୍କା । ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟପାଳ ରଘୁବର ଦାସ , ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ ୨ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ରହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking