29.1 C
Bhubaneswar
Saturday, September 7, 2024
Homeଓଡିଶାରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡିଛି : ନବୀନ

ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡିଛି : ନବୀନ

ଭୁବନେଶ୍ୱର : ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ପ୍ରତିକ୍ରିୟା । ରାଜ୍ୟପାଳଙ୍କ ପୁଅ ବିରୋଧରେ କୌଣସି କାର୍ଯ୍ୟାନୁଷ୍ଠାନ ହୋଇନି । କାର୍ଯ୍ୟାନୁଷ୍ଠାନ ହୋଇ ନଥିବାରୁ ଆମେ କକ୍ଷ ତ୍ୟାଗ କଲୁ । ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ନିଅନ୍ତୁ କହିଲେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ରାଜ୍ୟପାଳଙ୍କ ପୁଅ ବିରୋଧରେ କାର୍ଯ୍ୟାନୁଷ୍ଠାନ ନହେବା ମୋତେ ଆଘାତ ଦେଇଛି । ରାଜ୍ୟରେ ଆଇନ ଶୃଙ୍ଖଳା ଭୁଶୁଡିଛି । ଏହି ଘଟଣା ପାଇଁ ମୁଁ ଓ ମୋ ଦଳ ଅତି ଦୁଃଖିତ । ପୂର୍ବ ସରକାରରେ ଆଇନ ସମସ୍ତଙ୍କ ପାଇଁ ସମାନ ଥିଲା । ସିଏ ମନ୍ତ୍ରୀ ହୁଅନ୍ତୁ କି ସରକାରୀ ଅଧିକାରୀ । ଦୋଷୀଙ୍କ ବିରୋଧରେ ନିଆଯାଉଥିଲା କାର୍ଯ୍ୟାନୁଷ୍ଠାନ । ତେବେ ଆଇନ ସମସ୍ତଙ୍କ ପାଇଁ ସମାନ ହେବା ଦରକାର ବୋଲି ସେ କହିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking