25.1 C
Bhubaneswar
Friday, March 13, 2026
Homeଓଡିଶାହେରିଟେଜ୍ ହ୍ରଦ ହେବ ବିନ୍ଦୁ ସାଗର

ହେରିଟେଜ୍ ହ୍ରଦ ହେବ ବିନ୍ଦୁ ସାଗର

ଭୁବନେଶ୍ଵର: ବିନ୍ଦୁ ସାଗର ପୁଷ୍କରିଣୀକୁ ହେରିଟେଜ୍ ହ୍ରଦରେ ପରିଣତ କରାଯିବ। ଏ ନେଇ ସୂଚନା ଦେଇଛନ୍ତି ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ମନ୍ତ୍ରୀ କହିଛନ୍ତି ୨୦୨୬-୨୭ ଆର୍ଥିକ ବର୍ଷ ଶେଷ ସୁଦ୍ଧା ସରିବ ଏକାମ୍ର ହେରିଟେଜ୍ ପ୍ରକଳ୍ପ। ନୂଆ କରି ଏକ ଇଣ୍ଟରପ୍ରିଟେସନ୍ ସେଣ୍ଟର କରାଯିବାର ପ୍ରସ୍ତାବ ରହିଛି। ପାର୍କିଂ ଶେଷରେ ଶ୍ରୀଲିଙ୍ଗରାଜଙ୍କ ଏକ ବିରାଟ ପ୍ରତିମୂର୍ତ୍ତି ନିର୍ମାଣ କରାଯିବ। ବିନ୍ଦୁ ସାଗରକୁ ଏକ ସୁନ୍ଦର ହେରିଟେଜ୍ ହ୍ରଦ କରାଯିବ। ଦୁଇଟି ନୂଆ ପ୍ରକଳ୍ପ ମିଶିଛି, ବଜେଟ ଆହୁରି ବଢିବ। ଅତିରିକ୍ତ କାମ ପାଇଁ ବଜେଟର କିଛି ଅସୁବିଧା ହେବନି। ପୁରୁଣା ଏଜେନ୍ସି କାମ କରିବାକୁ ଚାହିଁଲାନି ତେଣୁ ନୂଆ ଏଜେନ୍ସି କାମ କରିବ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking