14.1 C
Bhubaneswar
Sunday, December 7, 2025
Homeଓଡିଶାଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖିଲେ ଆଇନ ମନ୍ତ୍ରୀ

ଶ୍ରୀମନ୍ଦିର ପ୍ରଶାସନକୁ ଚିଠି ଲେଖିଲେ ଆଇନ ମନ୍ତ୍ରୀ

ଭୁବନେଶ୍ୱର: ଦୀଘାରେ ଜଗନ୍ନାଥ ଧାମ ଲେଖା ପ୍ରସଙ୍ଗରେ ଶ୍ରୀମନ୍ଦିର ପ୍ରଶାସନ ଅରବିନ୍ଦ ପାଢୀଙ୍କୁ ଚିଠି ଲେଖିଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ବଳକା ଦାରୁ  କାଠରେ ବିଗ୍ରହ ନିର୍ମାଣ ଅଗ୍ରହଣୀୟ । ଏଭଳି କଥା ଜଗନ୍ନାଥପ୍ରେମୀଙ୍କ ମନରେ କଷ୍ଟ ଦେଇଛି । ଏହି ଘଟଣାରେ ତଦନ୍ତ ପାଇଁ ଆଇନ ମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ଘଟଣାରେ କେହି ଦୋଷୀ ସାବ୍ୟସ୍ତ ହେଲେ  ଦଣ୍ଡ ବିଧାନ କରାଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking