37.1 C
Bhubaneswar
Saturday, May 18, 2024
Homeଓଡିଶାଆଇନଜୀବୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଆଇନଜୀବୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ରାଉରକେଲା: ରାଉରକେଲାରେ ଆଇନଜୀବୀ ରମେଶ ଚନ୍ଦ୍ର ବଳଙ୍କ ଆତ୍ମହତ୍ୟା । ଡେଲି ମାର୍କେଟ ବାସଭବନରୁ ଝୁଲନ୍ତା  ଅବସ୍ଥାରେ ମୃତଦେହ ଉଦ୍ଧାର କରାଯାଇଛି । ତେବେ ଆତ୍ମହତ୍ୟାର କାରଣ ଜଣାପଡ଼ିନାହିଁ । ତେବେ କିଭଳି ଓ କେଉଁ ପରିସ୍ଥିତିରେ ସେ ଆତ୍ମହତ୍ୟା କରିଛନ୍ତି ସେନେଇ ପୋଲିସ ତଦନ୍ତ ଆରମ୍ଭ କରିଛି । ରମେଶ ଚନ୍ଦ୍ର ବଳ ଓକିଲ ସଂଘର ପୂର୍ବତନ ସଭାପତି ମଧ୍ୟ ଥିଲେ  ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking