28.1 C
Bhubaneswar
Wednesday, September 23, 2026
Homeଓଡିଶାଅକ୍ଟୋବର ୧ରୁ କୋର୍ଟ କାର୍ଯ୍ୟରେ ଯୋଗ ଦେବେନି ଆଇନଜୀବୀ

ଅକ୍ଟୋବର ୧ରୁ କୋର୍ଟ କାର୍ଯ୍ୟରେ ଯୋଗ ଦେବେନି ଆଇନଜୀବୀ

ଭୁବନେଶ୍ୱର : ଓଡ଼ିଶା ହାଇକୋର୍ଟରେ ବିଚାରପତି ସଙ୍କଟକୁ ନେଇ ଆଇନଜୀବୀଙ୍କ ଅସନ୍ତୋଷ । ଆସନ୍ତା ଅକ୍ଟୋବର ୧ ତାରିଖରୁ ହାଇକୋର୍ଟ ବାର୍ ଆସୋସିଏସନ୍‌ର ଆଇନଜୀବୀମାନେ କୋର୍ଟ କାର୍ଯ୍ୟରେ ଯୋଗ ଦେବେ ନାହିଁ ବୋଲି ନିଷ୍ପତ୍ତି ହୋଇଛି ।୩୩ଟି ଅନୁମୋଦିତ ବିଚାରପତି ପଦବୀ ଥିବାବେଳେ ବର୍ତ୍ତମାନ ମାତ୍ର ୧୫ ଜଣ ବିଚାରପତି ଅଛନ୍ତି । ଏହା ଫଳରେ ମାମଲା ପରିଚାଳନାରେ ସମସ୍ୟା ହେଉଥିବା ହାଇକୋର୍ଟ ବାର୍ ଆସୋସିଏସନ୍ ପକ୍ଷରୁ କୁହାଯାଇଛି । ଏନେଇ ଆସନ୍ତା ଅକ୍ଟୋବର ୧ ତାରିଖରେ ରାଜ୍ୟପାଳଙ୍କୁ ଭେଟିବା ପାଇଁ ମଧ୍ୟ ନିଷ୍ପତ୍ତି ହୋଇଛି । ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ହାଇକୋର୍ଟ ବାର୍ ଆସୋସିଏସନ୍ ପକ୍ଷରୁ ଏନେଇ ସୂଚନା ଦିଆଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking