ଭୁବନେଶ୍ୱର: ସ୍ୱାମୀ ଲକ୍ଷ୍ମଣାନନ୍ଦ ହତ୍ୟାର ତଦନ୍ତ ଦାବି ମାମଲା । ରାଜ୍ୟ ସରକାରଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ । ସିବିଆଇ ତଦନ୍ତ ଦାବି ସମ୍ପର୍କରେ ଜବାବ ଦାଖଲ ନିର୍ଦ୍ଦେଶ । ଆସନ୍ତା ମାର୍ଚ୍ଚ ୫ ତାରିଖରେ ମାମଲାର ପରବର୍ତ୍ତୀ ଶୁଣାଣି ହେବ ।