26.1 C
Bhubaneswar
Thursday, May 22, 2025
Homeଓଡିଶାରାଜ୍ୟରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ରାଜ୍ୟରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର: ସବୁ କର୍ମଚାରୀଙ୍କ ଛୁଟି ବାତିଲ । ଯୁଦ୍ଧ ଭିତରେ ବଡ ଖବର । ରାଜ୍ୟରେ ସମସ୍ତ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ । କେହିବି ମୁଖ୍ୟାଳୟ ଛାଡି ଯାଇପାରିବେ ନାହିଁ । ଛୁଟିରେ ଥିଲେ ତୁରନ୍ତ ଯୋଗ ଦେବାକୁ ନିର୍ଦ୍ଦେଶ ରହିଛି । ଛୁଟି ବାତିଲ ନେଇ ନିର୍ଦ୍ଦେଶ ଦେଇଛନ୍ତି ସରକାର । ଏନେଇ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି ଅତିରିକ୍ତ ସଚିବ । ସୀମାରେ ଯୁଦ୍ଧ ଚାଲିଥିବା ବେଳେ କେଉଁ ସମୟରେ କିଛି ବି ହୋଇପାରେ, ଏହାକୁ ଦୃଷ୍ଟିରେ ରଖି ବଡ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking