33.1 C
Bhubaneswar
Wednesday, April 24, 2024
Homeଓଡିଶାଲକ୍ ଡାଉନ୍ ସମୟରେ ରାଜ୍ୟରେ କମିଛି ସଡ଼କ ଦୁର୍ଘଟଣା

ଲକ୍ ଡାଉନ୍ ସମୟରେ ରାଜ୍ୟରେ କମିଛି ସଡ଼କ ଦୁର୍ଘଟଣା

ଭୁବନେଶ୍ଵର: କରୋନା ମୁକାବିଲା ପାଇଁ ଲକଡାଉନ ଓ ସଟଡାଉନ ଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ଲକଡାଉନ ସମୟରେ ରାଜ୍ୟରେ ଦୁର୍ଘଟଣା ଓ ଦୁର୍ଘଟଣା ଜନିତ ମୃତ୍ୟୁ ସଂଖ୍ୟା କମିଥିବା ନେଇ ସୂଚନା ମିଳିଛି । ମାର୍ଚ୍ଚ ୨୪ରୁ ମେ ୩୧ ମଧ୍ୟରେ ୬୫ ପ୍ରତିଶତ ଦୁର୍ଘଟଣା ଜନିତ ମୃତ୍ୟୁ ହ୍ରାସ ପାଇଥିବା ନେଇ ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ଏହି ସମୟ ଭିତରେ ୮୩୬ଟି ଦୁର୍ଘଟଣା ହୋଇଥିବା ବେଳେ ୩୮୪ଜଣଙ୍କର ମୃତ୍ୟୁ ହୋଇଛି ଓ ୭୨୨ଜଣ ଆହତ ହୋଇଛନ୍ତି । ଉଲ୍ଲେଖଯୋଗ୍ୟ ଯେ ୨୦୧୯ରେ ଏହି ସମୟରେ ଦୁର୍ଘଟଣାରେ ୧୦୮୭ଜଣଙ୍କର ମୃତ୍ୟୁ ହୋଇଥିଲା ଓ ୨ହଜାର ୧୭୫ଜଣ ଆହତ ହୋଇଥିଲେ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking