ଭୁବନେଶ୍ୱର : ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୮୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୭୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୬୭୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୪୦୦ ଟଙ୍କା ରହିଛି । କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୬୭୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୪୦୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୦.୭୦ ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୨୫.୬୦ ଗ୍ରାମ ୧୦୦ପିଛା ୯,୦୭୦ ଓ ୧ କେଜି ପିଛା ୯୦,୭୦୦ ଟଙ୍କା ରହିଛି ।