ଭୁବନେଶ୍ୱର : ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୩,୨୫୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୧୫୦ ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୭୧୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୩,୭୨୦ ଟଙ୍କା ରହିଛି । କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୭୧୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୩,୭୨୦ ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୮୭ ରହିଥିବା ବେଳେ ୮ ଗ୍ରାମ୍ ପିଛା ୬୯୬ ଗ୍ରାମ ୧୦୦ ଗ୍ରାମ୍ ପିଛା ୮,୭୦୦ ଓ ୧ କେଜି ପିଛା ୮୭,୦୦୦ ଟଙ୍କା ରହିଛି ।