ଭୁବନେଶ୍ୱର : ଆଜି ସୁନା ଦର ସର୍ବାଧିକକ ରହିଛି । ଆଗକୁ ଆସୁଛି ବିବାହ ଋତୁ କନ୍ତୁ ସୁନା ଦରରେ ଆସ୍ୱସ୍ତି ନାହିଁ । ଆଜି ଭୁବନେଶ୍ୱରରେ ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୪,୦୨୦ ଟଙ୍କା ରହିଛି । ସେହିପରି ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୭,୮୫୦ଟଙ୍କା ରହିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ୧ଗ୍ରାମ୍ ପିଛା ୬,୭୮୫ ଟଙ୍କା ହୋଇଥିବା ବେଳେ ୮ଗ୍ରାମ ପିଛା ୫୪,୨୮୦ଟଙ୍କା ରହିଛି । କଟକରେ ମଧ୍ୟ ସୁନା ଦରରେ ପରିବର୍ତ୍ତନ ଦେଖିବାକୁ ମିଳିଛି । ୨୨ କ୍ୟାରେଟ୍ ସୁନାର ମୂଲ୍ୟ ଗ୍ରାମ ପିଛା ୬,୭୮୫ ଟଙ୍କା ହୋଇଥିବାବେଳେ ୮ ଗ୍ରାମ୍ ପିଛା ୫୪,୨୮୦ଟଙ୍କା ରହିଛି । ଏହାଛଡା ଶୁଦ୍ଧ ରୂପା ୧ ଗ୍ରାମ୍ ପିଛା ୯୨.୫୦ ରହିଥିବା ବେଳେ ୮ ଗ୍ରାମ୍ ପିଛା ୭୪୦ ଗ୍ରାମ ୧୦୦ ଗ୍ରାମ୍ ପିଛା ୯,୨୫୦ ।