20.1 C
Bhubaneswar
Saturday, December 21, 2024
Homeଗଣତନ୍ତ୍ର ଦିବସ- 2024ଆସନ୍ତୁ ଜାଣିବା କାହିଁକି ପାଳନ ହୁଏ ଗଣତନ୍ତ୍ର ଦିବସ...

ଆସନ୍ତୁ ଜାଣିବା କାହିଁକି ପାଳନ ହୁଏ ଗଣତନ୍ତ୍ର ଦିବସ…

ନୂଆଦିଲ୍ଲୀ: ଭାରତରେ ପ୍ରତିବର୍ଷ ଜାନୁଆରୀ ମାସ ୨୬ ତାରିଖକୁ ଗଣତନ୍ତ୍ର ଦିବସ ଭାବେ ପାଳନ କରାଯାଏ । ଏହି ଦିନ ଲାଗୁ ହୋଇଥିଲା ଭାରତର ସମ୍ବିଧାନ । ଏହି ଦିନକୁ ମନେ ରଖିବା ପାଇଁ ହିଁ ପ୍ରତିବର୍ଷ ଏହାକୁ ଗଣତନ୍ତ୍ର ଦିବସ ଭାବେ ପାଳନ କରିଥାଏ । ୧୫ ଅଗଷ୍ଟ ୧୯୪୭ ମସିହାରେ ଭାରତ ସ୍ୱାଧୀନ ହୋଇଥିଲା । ୨୬ ଜାନୁଆରୀ ୧୯୫୦ରେ ସମ୍ବିଧାନକୁ ଆତ୍ମସାତ କରାଯାଇଥିଲା। ଏହାପରେ ଭାରତକୁ ଏକ ଲୋକତନ୍ତ୍ର ଗଣତନ୍ତ୍ର ଦେଶ ଘୋଷଣା କରାଗଲା। ସେବେଠାରୁ ପ୍ରତି ବର୍ଷ ୨୬ ଜାନୁଆରୀକୁ ଗଣତନ୍ମ ଦିବସ ରୂପେ ପାଳନ କରାଯାଇଆସୁଛି ଦେଶର ପ୍ରଥମ ରାଷ୍ଟ୍ରପତି ଡକ୍ଟର ରାଜେନ୍ଦ୍ର ପ୍ରସାଦ ୨୬ ଜାନୁଆରୀ ୧୯୫୦ରେ ୨୧ ଚୋପ ସଲାମୀ ସହିତ ଭାରତର ଧ୍ଵଜାକୁ ଉଡ଼ାଇ ଥିଲେ ଓ ଭାରତକୁ ପୂର୍ଣ୍ଣ ଗଣତନ୍ତ୍ର ଦିବସ ଘୋଷଣା କରିଥିଲୋ ସେବେଠାରୁ ଏହି ଦିନକୁ ଗଣଚନ୍ତୁ ଦିବସ ରୂପେ ପାଳନ କରାଯାଉଛି ।

ଭାରତ ନିଜ ସମ୍ବିଧାନ କେବେ ଗ୍ରହଣ କଲା ?

ଅନେକ ରାଜ୍ୟକୁ ନେଇ ଆମ ଭାରତ ଗଠିତ ହୋଇଛି ରାଜ୍ୟ ମାନଙ୍କର ଏକ ସଙ୍ଘ ହେଉଛି ଭାରତା ସଂସଦୀୟ ପ୍ରକ୍ରିୟାରେ ବନ୍ଧା ହୋଇଥିବା ଏକ ଗଣରାଜ୍ୟ ହେଉଛି ଭାରତା ଏହି ଗଣରାଜ୍ୟ ଭାରତ ସମ୍ବିଧାନ ଅନୁଯାୟୀ ଶାସିତ ଅଟେ । ସମ୍ବିଧାନ ସଭାରେ ୨୬ ନଭେମ୍ବର ୧୯୪୯ରେ ଏହି ସମ୍ବିଧାନକୁ ଗ୍ରହଣ କରାଯାଇଥିଲା। ଯାହାପରେ ୨୬ ଜାନୁୟାରୀ ୧୯୫୦ ମସିହାରେ ଏହା ପ୍ରଭାବ ଦେଖାଇଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking