ଭୁବନେଶ୍ୱର: ବିଧାନସଭାର ସ୍ୱତନ୍ତ୍ର ଅଧିବେଶନ ପାଇଁ ଚିଠି । ବାଚସ୍ପତିଙ୍କୁ କଂଗ୍ରେସ ବିଧାୟକ ଦଳ ନେତା ରାମଚନ୍ଦ୍ର କାଡାମ ଚିଠି ଦେଇଛନ୍ତି ।ପହଲାଗାମ ହମଲା ପ୍ରସଙ୍ଗରେ ଆଲୋଚନା ପାଇଁ ଅନୁରୋଧ କରିଛନ୍ତି । ସୂଚନା ଥାଉ କି ଏପ୍ରିଲ ୨୨ରେ ହୋଇଥିବା ପହଲଗାମ ଆତଙ୍କବାଦୀଙ୍କ ଆକ୍ରମଣରେ ୨୬ ଜଣଙ୍କ ଜୀବନ ଚାଲିଯାଇଥିଲା ।









