37.2 C
Bhubaneswar
Friday, April 19, 2024
Homeଓଡିଶାଲୋକସଭା ବାଚସ୍ପତିଙ୍କୁ ସାଂସଦ ଚନ୍ଦ୍ରାଣୀ ମୁର୍ମୁଙ୍କ ଚିଠି

ଲୋକସଭା ବାଚସ୍ପତିଙ୍କୁ ସାଂସଦ ଚନ୍ଦ୍ରାଣୀ ମୁର୍ମୁଙ୍କ ଚିଠି

ଭୁବନେଶ୍ୱର: ଲୋକସଭା ବାଚସ୍ପତି ଓମ୍ ବିର୍ଲାଙ୍କୁ ଆଜି ଚିଠି ଲେଖିଛନ୍ତି କେନ୍ଦୁଝର ସାଂସଦ ଚନ୍ଦ୍ରାଣୀ ମୁର୍ମୁ । ଓଟିଭି ବିରୋଧରେ ସ୍ୱାଧୀକାର ଭଙ୍ଗ ନୋଟିସ ଦେଇଛନ୍ତି ଚନ୍ଦ୍ରାଣୀ । ସାଂସଦ ଚନ୍ଦ୍ରାଣୀ କହିଛନ୍ତି ଯେ, ‘ଅଶ୍ଳୀଳ ଭିଡିଓ ଭାଇରାଲ କରି ମାନସିକ ନିର୍ଯ୍ୟାତନା ଦେଇଛନ୍ତି । ମୋତେ ବଦନାମ କରିବାକୁ ଷଡଯନ୍ତ୍ର କରିଛନ୍ତି । ଘଟଣାରେ ପୋଲିସ ଓଟିଭି ସାମ୍ବାଦିକ ରମେଶ ରଥଙ୍କୁ ଜେରା କରିଛି ।

ଅନ୍ୟପଟେ ସାଂସଦ ଚନ୍ଦ୍ରାଣୀ ମୁର୍ମୁଙ୍କ ଫେକ୍ ଭିଡିଓ ଭାଇରାଲ ଘଟଣାରେ ଦୋଷୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି ପ୍ରଦୀପ ମାଝୀ । ପ୍ରଦୀପ କହିଛନ୍ତି ଯେ, ‘ ସେ ଜଣେ ଆଦିବାସୀ ମହିଳା । ଆଦିବାସୀ ସମାଜ ପ୍ରତି ଘୋର ଅପମାନ ହୋଇଛି । ଘଟଣାର ସଠିକ୍ ତଦନ୍ତ କରାଯାଉ ।’

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking