36.9 C
Bhubaneswar
Friday, April 10, 2026
Homeଓଡିଶାପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି

ଭୁବନେଶ୍ୱର: ପଞ୍ଚାୟତ ନିର୍ବାଚନ ପାଇଁ ସବୁ ଜିଲ୍ଲାପାଳଙ୍କୁ ଚିଠି । ୨୦୨୭ ପଞ୍ଚାୟତ ନିର୍ବାଚନ ପାଇଁ ରାଜ୍ୟସରକାରଙ୍କର ପ୍ରସ୍ତୁତି । ଆସନ ସଂରକ୍ଷଣ ପାଇଁ ଜିଲ୍ଲାପାଳମାନଙ୍କୁ ପଞ୍ଚାୟତିରାଜ ବିଭାଗର ଚିଠି । ୱାର୍ଡମେମ୍ବର, ସରପଞ୍ଚ, ସମିତିସଭ୍ୟଙ୍କ ପାଇଁ ଆସନ ସଂରକ୍ଷଣ ନିର୍ଦ୍ଦେଶ । ଜିଲ୍ଲାପରିଷଦ ସଦସ୍ୟଙ୍କ ପାଇଁ ମଧ୍ୟ ସିଟ ସଂରକ୍ଷଣ ସ୍ଥିର କରିବାକୁ ନିର୍ଦ୍ଦେଶ ଦିଆଯାଇଛି । ଏପ୍ରିଲ ୨୦୨୬ ସୁଦ୍ଧା ନିର୍ବାଚନ କମିଶନଙ୍କୁ ଚୂଡାନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ରହିଛି । ବିଜ୍ଞପ୍ତିର ଅଭିଯୋଗ ଥିଲେ ଏପ୍ରିଲ ୧୭ ସୁଦ୍ଧା ସେମାନେ ଅଭିଯୋଗ ଆବେଦନ କରିବେ । ଯଦି ଅଭିଯୋଗ ଆସେ ୨୪ ଏପ୍ରିଲ ଭିତରେ ଏହାର ସମାଧାନ ବା ଶୁଣାଣି କରାଯିବ । ୨୯ ଏପ୍ରିଲ ବେଳକୁ ଚୂଡାନ୍ତ ପ୍ରସ୍ତାବ ରହିଛି ତାହା ଜିଲ୍ଲାପାଳମାନେ ନିର୍ବାଚନ କମିଶନଙ୍କୁ ହସ୍ତଗତ କରିବେ । ମହିଳାଙ୍କ ପାଇଁ ସବୁ ବର୍ଗରେ ୫୦ ପ୍ରତିଶତ ସଂରକ୍ଷଣ ରଖାଯିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking