28.1 C
Bhubaneswar
Wednesday, April 24, 2024
Homeଓଡିଶାଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି

ଭୁବନେଶ୍ୱର : ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି । କାଯ୍ରଁ ସ୍ଥଗିତ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲା ଇନ୍‌ଟାକ୍ । ମାମଲା ହାଇକୋର୍ଟରେ ବିଚାରଧୀନ ଥିବାରୁ କାମ ସ୍ଥଗିତ ରହୁ । ଶ୍ରୀମନ୍ଦିର ସୁରକ୍ଷା ନେଇ ଭକ୍ତଙ୍କ ମଧ୍ୟରେ ଉଦ୍‌ବେଗ ରହିଛି । ରାୟ ଆସିବା ପର୍ଯ୍ୟନ୍ତ ନିର୍ମାଣ ସ୍ଥଗିତ ରହିଲେ ପ୍ରକଳ୍ପ ପାଇଁ ଅସୁବିଧା ନାହିଁ ।

ସୁପ୍ରିମକୋର୍ଟ ଯିବ ଶ୍ରୀମନ୍ଦିର ସୁରକ୍ଷା ଅଭିଯାନ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking