17.1 C
Bhubaneswar
Sunday, February 8, 2026
Homeଓଡିଶାବସ୍ ଚକା ତଳେ ଚାପି ହୋଇ ଚାଲିଗଲା ଜୀବନ

ବସ୍ ଚକା ତଳେ ଚାପି ହୋଇ ଚାଲିଗଲା ଜୀବନ

ପୁରୀ: ପୁରୀରୁ ଏକ ହୃଦୟବିଦାରକ ଘଟଣା ସମ୍ନାକୁ ଆସିଛି । ବସ୍ ଚକା ତଳେ ଚାପି ହୋଇ ଜଣେ ବ୍ୟକ୍ତିଙ୍କ ଜାବନ ଚାଲିଯାଇଥିବା ନେଇ ସୂଚନା ମିଳିଛି । ପୁରୀ ଜିଲ୍ଲା ବାଲିଘାଟ ଅଞ୍ଚଳରେ ଘଟିଛି ଏହି ଅଭାବନୀୟ ଘଟଣା । ବସ୍ ଚକା ତଳେ ଚାପି ହୋଇଯିବାରୁ ଘଟଣାସ୍ଥଳରେ ହିଁ ବ୍ୟକ୍ତି ଜଣକ ମୃତ୍ୟୁବରଣ କରିଛନ୍ତି । ଏପର୍ଯ୍ୟନ୍ତ ମୃତ ବ୍ୟକ୍ତିଙ୍କ ପରିଚୟ ମିଳିପାରିନାହିଁ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଘଟଣାର ତଦନ୍ତ କରୁଛି । ଅଧିକ ତଥ୍ୟ ପାଇଁ ତଦନ୍ତ ଜାରି ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking