21.1 C
Bhubaneswar
Monday, December 8, 2025
Homeଓଡିଶାହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ହତ୍ୟାକାରୀଙ୍କୁ ଆଜୀବନ କାରାଦଣ୍ଡାଦେଶ

ଭୁବନେଶ୍ଵର : ପୁଅ ହତ୍ୟାକାରୀ ବାପାକୁ ମିଳିଛି ଆଜୀବନ କାରାଦଣ୍ଡାଦେଶ। ସୋମବାର ଅଭିଯୁକ୍ତ ଦାଶରଥୀ ଟୁଡୁଙ୍କୁ ଦୋଷୀ ସାବ୍ୟସ୍ତ କରି ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି ଭୁବନେଶ୍ଵର ଏଡିଜେ ୨ କୋର୍ଟ। ୫ ବର୍ଷ ପୂର୍ବେ ଅର୍ଥାତ୍‌ ୨୦୧୯ ମସିହା ମାର୍ଚ୍ଚ ୧୧ ତାରିଖରେ ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ମୁଣ୍ଡାସାହିରେ ଘଟିଥିଲା ହତ୍ୟାକାଣ୍ଡ। ସାବତ ପୁଅର ମୁଣ୍ଡକୁ ପଥରରେ ଛେଚି ହତ୍ୟା କରିଥିଲା ଦାଶରଥୀ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking