39.1 C
Bhubaneswar
Friday, April 26, 2024
Homeଓଡିଶା୧୩ରେ ଲଘୁଚାପ: ୧୫ରେ ଉପକୂଳ ଛୁଇଁବ

୧୩ରେ ଲଘୁଚାପ: ୧୫ରେ ଉପକୂଳ ଛୁଇଁବ

ଭୁବନଶ୍ୱେର: ଘୂର୍ଣ୍ଣିବଳୟ ପ୍ରଭାବରେ ୧୩ରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ୧୩ ସୁଦ୍ଧା ଲଘୁଚାପ ସୃଷ୍ଟି ହେବା ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ପରେ କ୍ରମେ ପଶ୍ଚିମ ଉତ୍ତର ଦିଗକୁ ଅଗ୍ରସର ହେବ । ପଶ୍ଚିମ-ଉତ୍ତର ମୁହାଁ ହୋଇ ୧୫ ସୁଦ୍ଧା ଉପକୂଳ ଛୁଇଁବା ସମ୍ଭାବନା ରହିଛି । ୱେଲ ମାର୍କଡ ଲଘୁଚାପ ଭାବେ ଉପକୂଳ ଛୁଇଁବା ସମ୍ଭାବନା ରହିଛି । ଦକ୍ଷିଣ ଓଡିଶା-ଉତ୍ତର ଆନ୍ଧ୍ର ମଧ୍ୟରେ ଉପକୂଳ ଛୁଇଁବା ସମ୍ଭାବନା ରହିଛି । ଲଘୁଚାପ କ୍ଷେତ୍ର ସୃଷ୍ଟି ନେଇ ଭୁବନେଶ୍ୱର ପାଣିପାଗ କେନ୍ଦ୍ରର ଟୁଇଟ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking