33.1 C
Bhubaneswar
Tuesday, October 6, 2026
Homeଓଡିଶା୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା

୨ ଦିନ ରାଜ୍ୟରେ ବର୍ଷା ସମ୍ଭାବନା

ଭୁବନେଶ୍ୱର : ଭିଜିବ ଓଡିଶା। ଉତ୍ତର ଓଡିଶାର କିଛି ଜିଲାରେ ହାଲୁକାରୁ ମଧ୍ୟମ ଧରଣର ରହିଛି ବର୍ଷା ସମ୍ଭାବନା। ୭ ଓ ୮ ତାରିଖରେ ୯ ଜିଲାକୁ ବର୍ଷା ପାଇଁ ଭୁବନେଶ୍ୱର ଆଞ୍ଚଳିବ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାସହ ୨୪ ଘଣ୍ଟା ପାଇଁ ୪ ଜିଲା ସୁନ୍ଦରଗଡ଼, କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ୱରକୁ ୟେଲୋ ଆଲର୍ଟ ଜାରି ହୋଇଛି। ବିଜୁଳି ଘଡଘଡି ସହ ପବନର ବେଗ ସ୍ଥାନେ ସ୍ଥାନେ ୩୦ରୁ କିମି ବେଗରେ ରହିବାର ସମ୍ଭାବନା ରହିଛି। ୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking