28.1 C
Bhubaneswar
Sunday, September 8, 2024
Homeଅପରାଧଚାକିରି ନାଁରେ ଚୂନ : ୩ ଗିରଫ

ଚାକିରି ନାଁରେ ଚୂନ : ୩ ଗିରଫ

ବ୍ରହ୍ମପୁର : ବିଦେଶରେ ଚାକିରି କରାଇଦେବା ନାଁରେ ଠକେଇ ଅଭିଯୋଗ । ୧୦ ଲକ୍ଷ ଟଙ୍କା ଠକେଇ ଅଭିଯୋଗରେ ବିଶାଖାପାଟଣାରୁ ୩ ଗିରଫ । ଗିରଫ ସହ ୯୨ଟି ପାସ୍‌ପୋର୍ଟ ଓ ଭିସା ଜବତ କଲା ବ୍ରହ୍ମପୁର ପୋଲିସ । ଚାକିରି କରେଇଦେବାକୁ କହି ଜଣଙ୍କ ପିଛା ୫୦ ହଜାର ନେଉଥିଲେ । ଖଲ୍ଲିକୋଟର ଜଣେ ଯୁବକଙ୍କ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking