30.1 C
Bhubaneswar
Thursday, February 5, 2026
Homeଓଡିଶାଡିସେମ୍ବର ସୁଦ୍ଧା ସରିବ ସୀମା ନିର୍ଦ୍ଧାରଣ: ମନ୍ତ୍ରୀ

ଡିସେମ୍ବର ସୁଦ୍ଧା ସରିବ ସୀମା ନିର୍ଦ୍ଧାରଣ: ମନ୍ତ୍ରୀ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ସୁଦ୍ଧା ସରିବ ସୀମା ନିର୍ଦ୍ଧାରଣ ପ୍ରକ୍ରିୟା । ଏନେଇ ସୂଚନା ଦେଲେ ରାଜସ୍ୱ ମନ୍ତ୍ରୀ ସୁରେଶ ପୂଜାରୀ । ସୀମା ନିର୍ଦ୍ଧାରଣ ପାଇଁ ପ୍ରକ୍ରିୟା ଆରମ୍ଭ ହୋଇଛି, ଜନଗଣନା ପୂର୍ବରୁ ସରିବ । କମିଶନ ବସିବ, ସବୁ କାମ ପାଇଁ ମାନଦଣ୍ଡ ପ୍ରସ୍ତୁତ କରାଯାଇଛି । ଜନଗଣନା ଆରମ୍ଭ ହେଲେ ଏହି କାମ ବନ୍ଦ ରହିବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking