24.9 C
Bhubaneswar
Tuesday, April 7, 2026
Homeଓଡିଶାନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିଶ

ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିଶ

ଭୁବନେଶ୍ୱର : ନନ୍ଦନକାନନରେ ଆଖି ବୁଜିଲା ସିଂହ କ୍ରିଶ। ଆଜି ସକାଳ ୯ଟାରେ ସିଂହ କ୍ରିଶର ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ୧୬ଜୁନ ୨୦୦୪ରେ ଜନ୍ମ ହୋଇଥିଲା କ୍ରିଶ। କ୍ରିଶର ଦୁଇଟି ସନ୍ତାନ ଅଛନ୍ତି। ସେମାନେ କଳ୍ପନା ଏବଂ ଜିତ୍‌‌। ତେବେ ସିଂହ କ୍ରିଶ ଦିର୍ଘ ଦିନ ହେବ ବାର୍ଦ୍ଧକ୍ୟ ଜନିତ କାରଣରୁ ଅସୁସ୍ଥ ହୋଇପଡିଥିଲା। ଏହି କାରଣରୁ ମୃତ୍ୟୁ ହୋଇଥିବା ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking