ନୂଆଦିଲ୍ଲୀ: ଆଜି ସଂସଦରେ ବଜେଟ ୨୦୨୬-୨୭ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ । ଲଗାତାର ନବମ ଥର ପାଇଁ ବଜେଟ ଆଗତ କରିଛନ୍ତି ଅର୍ଥମନ୍ତ୍ରୀ । ବଜେଟରେ ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ନେଇ ଉପସ୍ଥାପନା କରିଥିଲେ ନିର୍ମଳା ସୀତାରମଣ । ଏହାରି ଭିତରେ ସାଧାରଣ ଲୋକଙ୍କ ପାଇଁ ସବୁଠାରୁ ବଡ ଆଶ୍ୱସ୍ତିକର ଖବର ଆସିଛି । ଏଥର ବଜେଟରେ କିଛି ଜିନିଷ ଶସ୍ତା ହେଇଥିବା ବେଳେ କିଛି ମହଙ୍ଗା ହୋଇଛି । ଯେପରିକି, ମଦ ମହଙ୍ଗା … Continue reading ମହଙ୍ଗା ହେଲା ମଦ
Copy and paste this URL into your WordPress site to embed
Copy and paste this code into your site to embed