33.1 C
Bhubaneswar
Saturday, February 21, 2026
Homeଓଡିଶାମୋଟା କାଗଜ ଖୋଳରେ ମିଳିବ ମଦ

ମୋଟା କାଗଜ ଖୋଳରେ ମିଳିବ ମଦ

ଭୁବନେଶ୍ୱର: କାଚ ବୋତଲ ବଦଳରେ ଫ୍ରୁଟି ଭଳି ମୋଟାକାଗଜ ଖୋଳରେ ମିଳିବ ମଦ । ସନା ମହାକୁଡଙ୍କ ପ୍ରଶ୍ନରେ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଉତ୍ତର ରଖି କହିଛନ୍ତି, କାଟ ବୋତଲ ପରିବର୍ତ୍ତେ ଟେଟ୍ରା ପୟାକ ବ୍ୟବହାର କରାଯିବ । ଯାହା ପରିବେଶ ସୁରକ୍ଷା ପାଇଁ ଅନୁକୂଳ ମଧ୍ୟ ଅଟେ । ସରକାର କାଚ ବୋତଲରେ ପୁନଃ ବ୍ୟବହାର ପାଇଁ ଉତ୍ସାହିତ କରୁଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking