42.1 C
Bhubaneswar
Saturday, April 27, 2024
Homeଦେଶ ବିଦେଶଲୋକସଭା ନର୍ବାଚନ ପାଇଁ କଂଗ୍ରେସର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ଲୋକସଭା ନର୍ବାଚନ ପାଇଁ କଂଗ୍ରେସର ଚତୁର୍ଥ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା

ବ୍ୟୁରୋ: ଲୋକସଭା ନର୍ବାଚନ ପାଇଁ ଚତୁର୍ଥ ପ୍ରର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି କଂଗ୍ରେସ । ଗତକାଲି ୧୨ ରାଜ୍ୟର ୪୬ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଦଳ । ତାଲିକାରେ ବରିଷ୍ଠ ନେତା ଦିଗବିଜୟ ସିଂ. ହରିସ ରାୱତ ଅଛନ୍ତି । ମଧ୍ୟପ୍ରଦେଶର ଗାଜଗଡରୁ ଲଢିବେ ଦିଗବିଜୟ ସିଂ । ସେହିପରି ପ୍ରଧାନମନ୍ତ୍ରୀ ମୋଦୀଙ୍କ ବିରୋଧରେ ବାରଣାସୀରୁ କଂଗ୍ରେସର ପ୍ରାର୍ଥୀ ହୋଇଛନ୍ତି ଅଜୟ ରାୟ ।

ତେବେ ବିଏସପିର ପୂର୍ବତନ ନେତା ଡାନିଶ ଅଲ୍ଲୀଙ୍କୁ ପ୍ରାର୍ଥୀ କରିଛି ଦଳ । ଏହାକୁ ମିଶାଇ ମୋଟ ୧୮୩ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି ଦଳ । ଚତୁର୍ଥ ତାଲିକାରେ ଆସାମ, ଆଣ୍ଡାମାନ, ଛତିଶଗଡ଼, ମଧ୍ୟପ୍ରଦେଶ, ଉତରପ୍ରଦେଶ, ମହାରାଷ୍ଟ୍ର, ମଣିପୁର, ମିଜୋରାମ, ରାଜସ୍ଥାନ, ଉତ୍ତରାଖଣ୍ଡ, ପଶ୍ଚିମବଙ୍ଗର ଆସନ ପାଇଁ ପ୍ରାଥୀ ଘୋଷଣା କରିଛି ଦଳ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking