30.1 C
Bhubaneswar
Monday, May 20, 2024
Homeଓଡିଶାବିଶିଷ୍ଟ ସାହିତ୍ୟିକ ରାଜକିଶୋର ମିଶ୍ରଙ୍କ ପରଲୋକ

ବିଶିଷ୍ଟ ସାହିତ୍ୟିକ ରାଜକିଶୋର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର : ବିଶିଷ୍ଟ ସାହିତ୍ୟିକ ରାଜକିଶୋର ମିଶ୍ରଙ୍କ ପରଲୋକ ହୋଇଯାଇଛି । ଭୁବନେଶ୍ୱର ସ୍ଥିତ ତାଙ୍କ ବାସଭବନରେ ୮୨ ବର୍ଷ ବୟସରେ ତାଙ୍କର ପରଲୋକ ହୋଇଛି । ଓଡ଼ିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଚିବ ଥିଲେ ରାଜକିଶୋର ମିଶ୍ର । “ଉତ୍କଳ ପ୍ରସଙ୍ଗ” ଓ “ଓଡ଼ିଶା ରିଭ୍ୟୁ”ର ମଧ୍ୟ ପୂର୍ବତନ ସମ୍ପାଦକ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking