32.1 C
Bhubaneswar
Saturday, May 4, 2024
Homeଓଡିଶାଏଲଏଲବି ଷଷ୍ଠ ସେମିଷ୍ଟର ପରୀକ୍ଷା ବାତିଲ

ଏଲଏଲବି ଷଷ୍ଠ ସେମିଷ୍ଟର ପରୀକ୍ଷା ବାତିଲ

କଟକ : ଏଲଏଲବି ଷଷ୍ଠ ସେମିଷ୍ଟରର ପେପର୍‌-୧ ପରୀକ୍ଷା ବାତିଲ ହୋଇଯାଇଛି। ସିଲାବସ୍‌ ବାହାରୁ ପ୍ରଶ୍ନପତ୍ର ଆସିବା ଅଭିଯୋଗରେ ପରୀକ୍ଷା ବାତିଲ ହୋଇଥିବା ଜଣାପଡିଛି। ମଧୁସୂଦନ ଆଇନ ବିଶ୍ୱବିଦ୍ୟାଳୟ ଅଧୀନ ୨୮ କଲେଜ୍‌ ପରୀକ୍ଷା ବାତିଲ କରାଯାଇଥିବା ବିଶ୍ୱବିଦ୍ୟାଳୟ କର୍ତ୍ତପକ୍ଷଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking