15.1 C
Bhubaneswar
Tuesday, December 9, 2025
Homeଦେଶ ବିଦେଶ୧୨ଟା ଯାଏଁ ଲୋକସଭା ମୁଲତବି

୧୨ଟା ଯାଏଁ ଲୋକସଭା ମୁଲତବି

ନୂଆଦିଲ୍ଲୀ: ଦିନ ୧୨ଟା ଯାଏଁ ଲୋକସଭା  ମୁଲତବି । ବିରୋଧୀଙ୍କ ପ୍ରବଳ  ହଟ୍ଟଗୋଳ ଯୋଗୁଁ  ମୁଲତବି ହୋଇଛି । ମୁଲତବି ଘୋଷଣା କଲେ ଲୋକସଭା ବାଚସ୍ପତି ଓମ ବିର୍ଲା । ଆଜିଠାରୁ ଆରମ୍ଭ ହେଉଛି ସଂସଦର ମୌସୁମୀ ଅଧିବେଶନ ।  ସୂଚାରୁରୂପେ ସଂସଦର ଉଭୟ ଗୃହ ଚଳାଇବା ପାଇଁ ଗତକାଲି କେନ୍ଦ୍ର ସରକାର ସର୍ବଦଳୀୟ ବୈଠକ କରିଥିଲେ । ବୈଠକରେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ, ଗୃହମନ୍ତ୍ରୀ ଅମିତ ଶାହ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ ରିଜିଜୁଙ୍କ ସମେତ ବିଭିନ୍ନ ସହ ଦଳର ନେତା ଉପସ୍ଥିତ ଥିଲେ ।  ଅଧିବେଶନରେ ମୋଟ୍ ୨୧ଟି ବୈଠକ କାର୍ଯ୍ୟ ଦିବସ ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking