15.1 C
Bhubaneswar
Saturday, December 6, 2025
Homeଓଡିଶାସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି

ଭୁବନେଶ୍ୱର: ସ୍ୱାଭାବିକ ହେଲା ପ୍ରଭୁ ଲିଙ୍ଗରାଜଙ୍କ ନୀତିକାନ୍ତି । ସକାଳୁ ମଙ୍ଗଳ ଆଳତୀ ଅବକାଶ ସରିଛି । କିଛି ସମୟ ଭିତରେ ଆରମ୍ଭ ହେବ କୋଠ ଭୋଗ ପ୍ରକ୍ରିୟା । ବ୍ରାହ୍ମଣ ନିଯୋଗ ସମ୍ପାଦକ ବିରଞ୍ଚି ନାରାୟଣ ପତିଙ୍କ ସୂଚନା । କାର୍ତ୍ତିକ ମାସ ପରି ପବିତ୍ର ଧର୍ମମାସରେ ଦେଖା ଦେଖାଦେଇଥିଲା ମହାବିଭ୍ରାଟ । କାଲିଠୁ ଉପାସରେ ରହିଥିଲେ ପ୍ରଭୁ ଲିଙ୍ଗରାଜ । ମନ୍ଦିର ନୀତିକାନ୍ତି ବନ୍ଦ କରିଥିଲେ ପାଳି ଥିବା ସମର୍ଥା ନିଯୋଗ ସେବାୟତ । ଗତକାଲି ସକାଳୁ ସାହାଣ ମେଲା, ସୂର୍ଯ୍ୟ ପୂଜା ପରେ ଦ୍ଵାରପାଳ ପୂଜା ପରଠୁ ନୀତି କାନ୍ତି ବନ୍ଦ କରିଥିଲେ ସେବାୟତ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking