27.1 C
Bhubaneswar
Thursday, March 26, 2026
Homeଓଡିଶାମହାପ୍ରଭୁଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ

ମହାପ୍ରଭୁଙ୍କ ଦର୍ଶନ ୫ ଘଣ୍ଟା ବନ୍ଦ

ପୁରୀ: ଆସନ୍ତାକାଲି ଶ୍ରୀମନ୍ଦିରରେ ୫ ଘଣ୍ଟା ମହାପ୍ରଭୁଙ୍କ ଦର୍ଶନ ବନ୍ଦ ରହିବ। ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ପାଇଁ ଦର୍ଶନ ବନ୍ଦ ରହିବ। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ନୀତି ଶେଷ ପରେ ଦର୍ଶନ ବନ୍ଦ ହେବ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking