23.1 C
Bhubaneswar
Monday, March 24, 2025
Homeଓଡିଶାଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ

ପୁରୀ: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ବଡ଼ ମହାସ୍ନାନ । ପାଣିଆ ଆପଟ ସେବକ ପଡିଯିବାରୁ ହେଲା ମହାସ୍ନାନ ।  ସୂଚନା ଅନୁସାରେ,  ପାଣି ନେବା ସମୟରେ ପଡିଗଲେ ପାଣିଆ ଆପଟ ସେବକ । ଫଳରେ ତାଙ୍କ ହାତରେ ଆଘାତ ଲାଗି ରକ୍ତସ୍ରାବ ହୋଇଥିଲା । ମନ୍ଦିର ଭିତରେ ରକ୍ତର ଛିଟା ପଡିବାରୁ ଶ୍ରୀଜିଉଙ୍କ ବଡ଼ ମହାସ୍ନାନ ହୋଇଛି । ବିଧି ପରମ୍ପରା ମୁତାବକ ଭିତରକାଠ ନିକଟରେ ରକ୍ତର ଛିଟା ପଡ଼ିଲେ ମହାପ୍ରଭୁଙ୍କର ମହାସ୍ନାନ ହୋଇଥାଏ । ଏଣୁ ସର୍ବସାଧାରଣ ଦର୍ଶନ ବନ୍ଦ ରହିଛି । ମହାସ୍ନାନ ନୀତି ଚାଲିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking