14.1 C
Bhubaneswar
Friday, January 16, 2026
Homeଓଡିଶାଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ଆସନ୍ତାକାଲି ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ

ପୁରୀ : ରବିବାର ପବିତ୍ର ଶ୍ରୀରାମନବମୀ। ଶ୍ରୀମନ୍ଦିରରେ ୫ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ। ରାମନବମୀ ଅବସରରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଶ୍ରୀରାମ ଜନ୍ମ ନୀତି ଅନୁଷ୍ଠିତ ହେବ। ସ୍ୱତନ୍ତ୍ର ନୀତି ପାଳନ ହେବା ପାଇଁ ୫ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ମଧ୍ୟାହ୍ନ ଧୂପ ପରେ ନୀତି ଅନୁଷ୍ଠିତ ହେବ। ଏଥିପାଇଁ ଅପରାହ୍ଣ ୫ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶନିବାର ସୂଚନା ମିଳିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking