26.1 C
Bhubaneswar
Thursday, December 18, 2025
Homeଓଡିଶା୧୨ ଘଣ୍ଟାରେ ଲଘୁଚାପ!

୧୨ ଘଣ୍ଟାରେ ଲଘୁଚାପ!

ଭୁବନେଶ୍ୱର: ଆଗାମୀ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଗାଙ୍ଗୀୟ-ପଶ୍ଚିମବଙ୍ଗ ଉପତ୍ୟକାରେ ଘୂର୍ଣ୍ଣୀବଳୟ ସକ୍ରିୟ ହେବ । ସେହି ପ୍ରଭାବରେ ୧୨ ଘଣ୍ଟା ମଧ୍ୟରେ ଲଘୁଚାପ କ୍ଷେତ୍ର ସୃଷ୍ଟି ସମ୍ଭାବନା ରହିଛି । ଘୂର୍ଣ୍ଣୀବଳୟ ପ୍ରଭାବରେ ଉତ୍ତର ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking