26.1 C
Bhubaneswar
Thursday, September 19, 2024
Homeଓଡିଶାଆଜି ରାଜ୍ୟରେ କମିଛି ସୁନା ମୂଲ୍ୟ

ଆଜି ରାଜ୍ୟରେ କମିଛି ସୁନା ମୂଲ୍ୟ

 ଭୁବନେଶ୍ୱର:  ଆଜି  ଅର୍ଥାତ ଏପ୍ରିଲ ୨୧ରେ ସୁନା ଓ ରୁପା ଦରରେ ପୁଣି ଥରେ ବୃଦ୍ଧି ରେକର୍ଡ କରାଯାଇଛି । ସେହିପରି ବୈଶ୍ୱିକ ବଜାରରେ ମୂଲ୍ୟବାନ ଧାତୁ ମୂଲ୍ୟରେ ମଧ୍ୟ ବୃଦ୍ଧି ଦେଖାଦେଇଛି । ଯାହାର ପ୍ରଭାବ ଦେଶର ଘରୋଇ ବଜାରରେ ଦେଖିବାକୁ ମିଳୁଛି । ଗତକାଲି  ୨୪ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୨୦ ଟଙ୍କାର ହ୍ରାସ ଘଟିଥିଲା ।

ଅନ୍ୟପଟେ ଆଜି ୨୪ କ୍ୟାରେଟ ୧୦ ସୁନା ଦରରେ ୨୨୦ ଟଙ୍କାର ବୃଦ୍ଧି ଘଟିଛି । ଯାହା ପରେ ୧୦ ଗ୍ରାମ ସୁନା ମୂଲ୍ୟ ୬୧,୧୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୬୦,୯୩୦ ଟଙ୍କା ଥିଲା । ସେହିପରି ୨୨ କ୍ୟାରେଟ ୧୦ ଗ୍ରାମ ସୁନା ଦରରେ ୨୦୦ ଟଙ୍କାର ବୃଦ୍ଧି ଘଟିଛି । ଫଳରେ ୧୦ ଗ୍ରାମ ସୁନା ଦର ୫୬,୦୫୦ ଟଙ୍କାରେ ପହଞ୍ଚିଛି । ଯାହା ଗତକାଲି ଏହାର ମୂଲ୍ୟ ୫୫,୮୫୦ ଟଙ୍କା ଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking