31.1 C
Bhubaneswar
Tuesday, July 2, 2024
Homeଓଡିଶାଆଜି ରାଜ୍ୟରେ କମିଛି ସୁନା ଦର

ଆଜି ରାଜ୍ୟରେ କମିଛି ସୁନା ଦର

ଭୁବନେଶ୍ୱର: କମିଛି ସୁନା ଦର ସୁନା। କିଣିବାକୁ ମନ ବଳାଇଥିଲେ ଆଜି ହିଁ କିଣି ଅଣାନ୍ତୁ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩,୯୦୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୮୦୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୯୦୦ ଟଙ୍କା ଟଙ୍କା ଓ ୫୮,୮୦୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୩,୯୦୦ ଟଙ୍କା ଓ ୫୮,୮୦୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୪,୦୫୦ ଟଙ୍କା ଓ ୫୮,୯୫୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୪,୧୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୯,୦୨୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୯୦୦ ଟଙ୍କା ଓ ୫୮,୮୦୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୩,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking