29.1 C
Bhubaneswar
Thursday, May 9, 2024
Homeଦେଶ ବିଦେଶଆଜି ରାଜ୍ୟରେ କମିଛି ସୁନା ଦର

ଆଜି ରାଜ୍ୟରେ କମିଛି ସୁନା ଦର

ନୂଆଦିଲ୍ଲୀ:କମିଛି ସୁନା ଦର। କିଣିବାକୁ ମନ ବଳାଇଥିଲେ ଆଜି ହିଁ କିଣି ଅଣାନ୍ତୁ । ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୫୩,୬୫୦ ଟଙ୍କା ହୋଇଥିବା ବେଳେ ୨୪ କ୍ୟାରେଟ ସୁନା ମୂଲ୍ୟ ମଧ୍ୟ ଦଶ ଗ୍ରାମ ପ୍ରତି ୫୮,୫୩୦ ଟଙ୍କା ହୋଇଛି । ଓଡ଼ିଶାର ରାଜଧାନୀ ଭୁବନେଶ୍ୱରରେ ଏବେ ୨୨ କ୍ୟାରେଟ ଓ ୨୪ କ୍ୟାରେଟ ସୁନା ମୂଲ୍ୟ ୧୦ ଗ୍ରାମ ପ୍ରତି ୫୩,୬୫୦ ଟଙ୍କା ଟଙ୍କା ଓ ୫୮,୫୩୦ ଟଙ୍କା ହୋଇଛି।

ଦେଶର ପ୍ରମୁଖ ସହରମାନଙ୍କରେ ବି ସୁନା ଦରବଢିଛି । ମୁମ୍ବାଇରେ ୨୨ କ୍ୟାରେଟ୍ ଓ ୨୪ କ୍ୟାରେଟ୍ ମୂଲ୍ୟ ୫୩,୬୫୦ ଟଙ୍କା ଓ ୫୮,୫୩୦ ଟଙ୍କା ଥିବା ରେକର୍ଡ ହୋଇଥିବା ବେଳେ ନୂଆଦିଲ୍ଲୀରେ ଏହି ଦର ଯଥାକ୍ରମେ ୫୩,୮୦୦ ଟଙ୍କା ଓ ୫୮,୬୮୦ ଟଙ୍କା ରହିଛି । ଦକ୍ଷିଣ ଭାରତର ପ୍ରମୁଖ ସହର ଚେନ୍ନାଇରେ ୨୨ କ୍ୟାରେଟ ମୂଲ୍ୟ ୫୩,୯୦୦ ଟଙ୍କା ଥିବା ବେଳେ ୨୪ କ୍ୟାରେଟ ମୂଲ୍ୟ ୫୮,୮୦୦ଟଙ୍କା ଥିବା ରେକର୍ଡ ହୋଇଛି । ପୂର୍ବ ଭାରତର ପ୍ରମୁଖ ସହର କୋଲକାତାରେ ଯଥାକ୍ରମେ ୫୩,୬୫୦ ଟଙ୍କା ଓ ୫୮,୫୩୦ ଟଙ୍କା ରହିଛି। ସେହିପରି ରୁପା ମୂଲ ୧ କିଲୋଗ୍ରାମ ପ୍ରତି ୭୪,୭୦୦ ଟଙ୍କା ରହିଥିବା ନେଇ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking