22.1 C
Bhubaneswar
Monday, January 12, 2026
Homeଓଡିଶାକମିବନି ଭକ୍ତନିବାସ ପାର୍କିଂ ଫି

କମିବନି ଭକ୍ତନିବାସ ପାର୍କିଂ ଫି

ପୁରୀ: ଶ୍ରୀମନ୍ଦିର ଭକ୍ତନିବାସ ପାର୍କିଂ ଫି ୫୦୦ ଟଙ୍କା ରହିବ । ଏନେଇ ସ୍ପଷ୍ଟ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ । ଭକ୍ତ ନିବାସରେ ସ୍ୱଳ୍ପ ମୂଲ୍ୟରେ ଯାତ୍ରୀଙ୍କୁ ରୁମ ଭଡା ଦିଆଯାଇଛି । ବାହାରୁ ଆସୁଥିବାରୁ ଅନେକ ଭକ୍ତ ଚାରିଚକିଆ ଗାଡି ନେଇ ଆସୁନାହାନ୍ତି । ଯେଉଁମାନେ ଚାରିଚକିଆ ଆଣି ଆସୁଛନ୍ତି ପାର୍କିଂ ଫି ଦିନକୁ ୫ ଶହ ଟଙ୍କା ଦେବେ । ଅନ୍ୟ ବାହାର ଲୋକ ଭକ୍ତ ନିବାସରେ ଗାଡି ପାର୍କିଂ କରିପାରିବେ ନାହିଁ । ଅନ୍ୟ ପାର୍କିଂ ସ୍ଥଳରେ ୨୪୦ ଟଙ୍କା ଦେଇ ଗାଡି ପାର୍କିଂ କରୁଛନ୍ତି ଯାତ୍ରୀ । ଚାହିଁଲେ ଅନ୍ୟ ପାର୍କିଂ ସ୍ଥଳରେ ଗାଡି ରଖି ବି ଭକ୍ତ ନିବାସରେ ରହିପାରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking