28.1 C
Bhubaneswar
Thursday, May 2, 2024
Homeବ୍ରେକୀଙ୍ଗପୁଣି ବର୍ଷିବ ; ରାଜ୍ୟରେ ଆଉ ଏକ ଲଘୁଚାପ

ପୁଣି ବର୍ଷିବ ; ରାଜ୍ୟରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର : ପୁଣି ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ସମ୍ଭାବନା ରହିଛି । ଆସନ୍ତା ୨୦ ତାରିଖରୁ ଉତ୍ତରପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ।ଏହାର ପ୍ରଭାବରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ରହିଛି ।
ଆସନ୍ତା ୧୯ ତାରିଖରୁ ନବରଙ୍ଗପୁର, କୋରାପୁଟ, ରାୟଗଡ଼ାରେ ବର୍ଷା ହେବ ।ପରେ ଏହା ଉତ୍ତରପଶ୍ଚିମ ଦିଗକୁ ଗତି କରିବାର ସମ୍ଭାବନା ରହିଛି ।ଉତ୍ତର ପଶ୍ଚମ ଦିଗକୁ ଗତି କଲେ ଉତ୍ତର ଓଡ଼ିଶାରେ ଜିଲ୍ଲାମାନଙ୍କରେ ବର୍ଷା ହେବ । ଏନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ବିଶେଷଜ୍ଞ ଉମାଶଙ୍କର ଦାଶ ସୂଚନା ଦେଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking