23.1 C
Bhubaneswar
Tuesday, February 3, 2026
Homeଓଡିଶାବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି!

ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି!

ଭୁବନେଶ୍ବର: ଘୂର୍ଣ୍ଣିବଳୟ ପ୍ରଭାବରେ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି l ଆଗାମୀ ୧୨-୨୪ ଘଣ୍ଟା ମଧ୍ୟରେ ସୁଦୃଶ୍ୟ ଲଘୁଚାପରେ ପରିଣତ ହେବ। ତୀବ୍ର ଅବପାତ ପାଇଁ ମଧ୍ୟ ପାଗ ଅନୁକୂଳ ରହିଛି। ତେବେ ଏହା ଉତ୍ତରପଶ୍ଚିମ ଦିଗରେ ଗତିକରିବା ସହ କାଲି ସକାଳ ବେଳକୁ ଆହୁରି ଘନୀଭୂତ ହେବ। ଏହାଫଳରେ ବର୍ଷାରେ ଭିଜିବ ଦଶହରା।ପଶ୍ଚିମକେନ୍ଦ୍ରୀୟ ପାର୍ଶ୍ଵବର୍ତ୍ତୀ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆହୁରି ଘନୀଭୂତ ହୋଇ ଏକ ଅବପାତରେ ପରିଣତ ହେବା ସମ୍ଭାବନା ରହିଛି। ୩ତାରିଖ ସକାଳ ସମୟରେ ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବା ସମ୍ଭାବନା ରହିଛି। ଏହାର ପ୍ରଭାବରେ ଆଜିଠୁ କାଲି ସକାଳ ଯାଏଁ ୩୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି  ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking