32.1 C
Bhubaneswar
Friday, October 9, 2026
Homeଓଡିଶାଆସନ୍ତା ୧୩ରେ ବଙ୍ଗୋପସାଗରରେ ଲଘୁଚାପ !

ଆସନ୍ତା ୧୩ରେ ବଙ୍ଗୋପସାଗରରେ ଲଘୁଚାପ !

ଭୁବନେଶ୍ୱର: ଆସନ୍ତା ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଥାଇଲ୍ୟାଣ୍ଡ ଉପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଥିବାରୁ ଏହାର ପ୍ରଭାବରେ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇପାରେ।ସୂଚନା ଅନୁଯାୟୀ, ଆସନ୍ତା ୧୧ ତାରିଖ ବେଳକୁ ଏହି ଘୂର୍ଣ୍ଣିବଳୟ ଆଣ୍ଡାମାନ ସାଗର ମଧ୍ୟକୁ ପ୍ରବେଶ କରିବାର ସମ୍ଭାବନା ରହିଛି। ପରବର୍ତ୍ତୀ ସମୟରେ ଏହାର ପ୍ରଭାବରେ ୧୩ ତାରିଖ ବେଳକୁ ଦକ୍ଷିଣ-ପୂର୍ବ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ଗଠନ ହୋଇପାରେ।ଲଘୁଚାପ ସୃଷ୍ଟି ହେବା ପରେ ଏହାର ଗତିପଥ ଓ ପ୍ରଭାବ କିପରି ରହିବ। 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking