ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ସ୍ପଷ୍ଟ ଚିହ୍ନିତ ହୋଇଛି । ଆସନ୍ତା ୨୮ ଘଣ୍ଟାରେ ପଶ୍ଚିମ ଉତ୍ତର- ପଶ୍ଚିମ ମୁହାଁ ହେବ । ପ୍ରଭାବରେ ରାଜ୍ୟରେ ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ହେବ । ୨୪ ଘଣ୍ଟାରେ କୋରାପୁଟ, ନବରଙ୍ଗପୁର, ମାଲକାନଗିରିରେ ସର୍ବାଧିକ ବର୍ଷା ହେବ ।୨୮ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଭିତରକୁ ଯିବାକୁ ମନା କରାଯାଇଛି ।










