ସୃଷ୍ଟିହେଲା ଲଘୁଚାପ: ଆଗାମୀ ୨୪ ଘଣ୍ଟାରେ ଅଧିକ ଘତିଭୂତ ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଏହି ଲଘୁଚାପ ଅଧିକ ଘନିଭୂତ ହୋଇ ଓଡିଶା ଉପକୂଳ ଆଡକୁ ଗତି କରିବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବା ସହ ଦକ୍ଷିଣ ଓଡ଼ିଶା ଓ ଉପକୂଳ ଓଡ଼ିଶାର କେତେକ ଜିଲ୍ଲାରେ ବର୍ଷା ଆରମ୍ଭ ହୋଇଯାଇଛି । କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା, ପୁରୀ, ଗଞ୍ଜାମ ଓ କଟକ ଜିଲ୍ଲାର କିଛି ଅଞ୍ଚଳରେ … Continue reading ସୃଷ୍ଟିହେଲା ଲଘୁଚାପ: ଆଗାମୀ ୨୪ ଘଣ୍ଟାରେ ଅଧିକ ଘତିଭୂତ ସମ୍ଭାବନା