16.1 C
Bhubaneswar
Thursday, February 5, 2026
Homeଓଡିଶାଆସୁଛି ଲଘୁଚାପ!

ଆସୁଛି ଲଘୁଚାପ!

ଭୁବନେଶ୍ୱର: ୨୨ ତାରିଖ ବେଳକୁ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ଲଘୁଚାପ ସମ୍ଭାବନା ରହିଛି । ଲଘୁଚାପ ସୃଷ୍ଟି ସହ ପଶ୍ଚିମଉତ୍ତର ପଶ୍ଚିମ ଦିଗରେ ଗତି କରି ଘନୀଭୂତ ହେବ । ୨୪ ବେଳକୁ ଦକ୍ଷିଣ ବଙ୍ଗୋପସାଗରର କେନ୍ଦ୍ରୀୟ ଅଞ୍ଚଳରେ ଅବପାତ ସମ୍ଭାବନା ରହିଛି । ପରବର୍ତ୍ତୀ ୪୮ ଘଣ୍ଟାରେ ଗତିର ଦିଗ ବଜାୟ ରଖିବ ଅବପାତ । ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଆହୁରି ଘନୀଭୂତ ସମ୍ଭାବନା ରହିଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking