29.1 C
Bhubaneswar
Friday, October 4, 2024
Homeଓଡିଶାବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ବଙ୍ଗୋପସାଗରରେ ଦାନା ବାନ୍ଧୁଛି ଲଘୁଚାପ

ଭୁବନେଶ୍ୱର : ପୁଣି ଆଉ ଏକ ଘୁର୍ଣ୍ଣିବଳୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି । ଆଜି ଘୁର୍ଣ୍ଣିବଳୟ ଲଘୁଚାପରେ ପରିଣତ ହେବାର ସମ୍ଭାବନା ରହିଛି । ଲଘୁଚାପର କମ ପ୍ରଭାବ ଓଡ଼ିଶା ଉପରେ ପଡିବ । ରାଜ୍ୟର କିଛି କିଛି ସ୍ଥାନରେ ସ୍ୱଳ୍ପ ବର୍ଷା ହେବାର ସମ୍ଭାବନା ରହିଛି । ଓଡ଼ିଶାକୁ ବାତ୍ୟା ଭୟ ମଧ୍ୟ ନାହିଁ । ଦକ୍ଷିଣପୂର୍ବ ବାଂଲାଦେଶ ଓ ତାର  ପାଶ୍ୱବର୍ତ୍ତୀ ଅଂଚଳରେ ଲଘୁଚାପ ସୃଷ୍ଟି ହୋଇଛି । ରାଜ୍ୟରେ ଆଗାମୀ ୩ରୁ ୪ ଦିନ ମଧ୍ୟରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ରାଜ୍ୟରେ ଗତ ଦୁଇରୁ ତିନି ଦିନ ହେବ ବର୍ଷାର ପରିମାଣ କମି ଗୁଳୁଗୁଳି ଅନୁଭୂତ ହେଉଛି । ମୌସୁମୀ ପ୍ରତ୍ୟାବର୍ତ୍ତନ କରିବା ପରେ ରାଜ୍ୟରେ ଗୁଳୁଗୁଳି ଅନୁଭୂତ କମ ହେବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking